• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Virgo

କନ୍ୟା

Wednesday 06 Sep 2023

ଉ , ଫାଲଗୁନୀ – ସ୍ୱାସ୍ଥ୍ୟ ସମନ୍ଧରେ ସମସ୍ୟା ଦୂର ହେବ । ଭାତୃ ସଂପର୍କରେ ଉନ୍ନତି ଘଟିବ ।  ପରିବାର ସହିତ ଧାର୍ମିକ ସ୍ଥାନକୁ ଯାଇ ପାରନ୍ତି । କାର୍ଯ୍ୟ ଆରମ୍ଭରେ ପ୍ରତିବନ୍ଧକ ଆସିପାରେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।
ହସ୍ତା – ବ୍ୟବସାୟରେ କ୍ଷତି ଘଟିବା ଯୋଗୁ କ୍ରମେ କାରବାର ସଙ୍କୁଚିତ ହେବ । ଛାତ୍ରଛାତ୍ରୀମାନେ ପଢାପଢିରେ ଉନ୍ନତି କରିବେ । ଗଣମାଧ୍ୟମ କ୍ଷେତ୍ରରେ କାମ କରୁଥିବା ବ୍ୟକ୍ତିଙ୍କର ପ୍ରଗତି ହେବ । 
ଚିତ୍ରା – ମହିଳାମାନେ କର୍ମ ବ୍ୟସ୍ତରେ ରହି ଅଶାନ୍ତି ଭୋଗ କରିବେ । ନୂଆ ବାହାନ କିଣିବାର ଆଶା ପୂରଣ ହୋଇପାରେ । ଆପଣଙ୍କ ସକାରତ୍ମକ ବିଚାରରେ ଲୋକ ପ୍ରଭାବିତ ହେବେ । କୋର୍ଟ ମାମଲାରେ ବିଜୟ ଲାଭ କରିବେ ।

ପ୍ରତିକାର -   ତ୍ରିପୁରା ସୁନ୍ଦରୀଙ୍କର  ପୂଜା, ପାଠ କରନ୍ତୁ 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :