• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Libra

ତୁଳା

Wednesday 06 Sep 2023

ଚିତ୍ରା- କୃଷି ସମ୍ବନ୍ଧୀୟ କାର୍ଯ୍ୟରେ ଭଲ ଲାଭ ହେବାର ସମ୍ଭାବନା ଅଛି । ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ମାଙ୍ଗଳିକ କାର୍ଯ୍ୟରେ ଯୋଗଦେବେ ।
ସ୍ୱାତୀ- ପରିବାର ପ୍ରତି ଆପଣଙ୍କର ଦାୟିତ୍ୱ ପୂରଣ କରିବାରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବେ । ଦୂର ସ୍ଥାନରେ ନୂତନ ଜମି କ୍ରୟ କରି ଆନନ୍ଦିତ ରହିବେ । ନିଜ କ୍ୟାରିୟରରେ ଟିକେ ସତର୍କ ରହିବାକୁ ପଡ଼ିବ ।
ବିଶାଖା- ରାଜନୈତିକ ଆଲୋଚନା କ୍ଷେତ୍ରରେ ଶୁଭଫଳ ପାଇବେ । ଜମିଜମା କାରବାରରେ ଉପକୃତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ମହିଳାମାନେ କୌଣସି  ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଫଟକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :