• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Scorpio

ବିଛା

Wednesday 06 Sep 2023

ବିଶାଖା – ଜୀବନସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ପାରିବାରିକ ଜୀବନରେ ଉତ୍ସାହ ଓ ପ୍ରେରଣା ମିଳିବ । ବନ୍ଧୁମାନଙ୍କର ଅପପ୍ରଚାରରୁ  ମାନସିକ ଅଶାନ୍ତି ଦେଖା ଦେଇପାରେ । ଗୋପନୀୟ କାର‌୍ୟ୍ୟ ନିର୍ବାହ କରି ଉଦ୍ୱିଘ୍ନ ହେବେ ।
ଅନୁରାଧା – ଦୁର୍ବଳତା ଯୋଗୁ କାମ କରିବାରେ ଆଗ୍ରହ ପ୍ରକାଶ କରିବେ ନାହିଁ । କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ
ଜ୍ୟେଷ୍ଠା  –  ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ଅଯଥା ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ ।

ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :