ସୈାର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮
ମୂଳା- ଶାରୀରିକ କ୍ଲାନ୍ତି ଦୂର ହେବ । ଚାକିରି ପାଇଁ ପ୍ରୟୋଗ ଜାରି ରଖିବେ । ଅତ୍ୟଧିକ ପରିଶ୍ରମ କରି କର୍ମକ୍ଷେତ୍ରକୁ ସାମାନ୍ୟ କରିବେ । ଘରର ଦାୟିତ୍ୱ ନେଇ ପରିବାର ଲୋକଙ୍କ ସହ କଥା ହେବେ ।
ପୂ, ଷାଢା- ଅଧ୍ୟୟନରେ ଭଲ ଫଳାଫଳ ପାଇବାର ସମ୍ଭାବନା ରହିବ । କାର୍ଯ୍ୟକ୍ଷେତ୍ରରେ ସଂଘର୍ଷ ଦେଇ ଗତିକଲେ ମଧ୍ୟ ସଫଳତା ପାଇବେ । କୈାଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇ ପାରନ୍ତି ।
ଉ, ଷାଢା- ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ । ରାଜନୀତିରେ ସଫଳତା ମିଳିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସୁସମ୍ପର୍କ ରହିବ ।
ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩