• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th September 2023: ଜୀବନରେ ନୂଆ ସଙ୍କେତ ମିଳିପାରେ, ବ୍ୟବସାୟକୁ ନେଇ ଭଲ ଚୁକ୍ତି ହେବାର ସମ୍ଭାବନା ରହିଛି

ସୈାର  ସିଂହ  ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୬ ତାରିଖ, ବୁଧବାର। ଚନ୍ଦ୍ର- ବୃଷ ଅହରାତ୍ର ତିଥି – ୭ମୀ ଦିବା ୦୩.୩୮ ଗତେ ୮ମୀ ଘାତ ଚନ୍ଦ୍ର- ବିଛା ରାଶିର ଅହରାତ୍ର ଘାତ ବାର –  କର୍କଟ ପୁଷ୍କର ଦୋଷ –୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୯.୨୦ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ଦିବା ୦୩.୩୮

Capricorn

ମକର

Wednesday 06 Sep 2023

ଉ , ଷାଢା -  ଜୀବନ-ସାଥି ଅତି ଉତ୍ତମ ହୋଇଥିବା କାରଣରୁ ଆପଣ ନିଜକୁ ଅତି ଭାଗ୍ୟଶାଳୀ ଅନୁଭବ କରିବେ । ପିଲା ଦିନର ସାଙ୍ଗଙ୍କ ସହିତ ଭେଟ ହୋଇପାରେ । ବିଦେଶରେ  କାମ କରିପାରି ଆପଣଙ୍କ ବୃତ୍ତିକୁ ଆଗକୁ ବଢାଇବେ ।
ଶ୍ରବଣା – କର୍ମ କ୍ଷେତ୍ରରେ ପ୍ରସିଦ୍ଧି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ । ନେତା ବା ଉଚ୍ଚପଦସ୍ଥ  ଅଧିକାରୀଙ୍କ ସହିତ ରହିବାର ସୁଯୋଗ ମିଳିବ । ଶରୀର ପ୍ରତି ଅବହେଳା ନକରି ଡାକ୍ତରଙ୍କ ପରାମର୍ଶ ନେବା ଉଚିତ୍ ।
ଧନିଷ୍ଠା –ମହିଳାଙ୍କ ପାଇଁ ପରିସ୍ଥିତି ଜଟିଳ ହେବ ।  ଯେତେ ଭଲ କାମ କରିଲେ ଅନ୍ୟମାନେ ଦୋଷ ଖୋଜିବୁଲିବେ କ୍ଷ ଆଜି ଜଣେ ବନ୍ଧୁ ପରିବାରର ସମସ୍ୟା ସମାଧାନ ସକାଶେ ମାର୍ଗଦର୍ଶକ ସାଜିବେ 
 

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :