• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Aries

ମେଷ

Friday 07 Apr 2023

ଅଶ୍ୱନୀ- ଥଣ୍ଡାଜନିତ ଅସୁସ୍ଥତା ଅନୁଭବ କରିବେ । ଭାଇ ବନ୍ଧୁମାନେ ସାହାର‌୍ୟ୍ୟ ପାଇ ଆନୁଷ୍ଠାନିକ କାମ ହାସଲ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବେ । ବ୍ୟବସାୟରେ ଲାଭଜନକ ହେବ

ଦ୍ୱିଜା- ସରକାରୀ ଓ ବେସରକାରୀ ସ୍ତରରେ ସମ୍ମାନିତ ହେବ । ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍ । ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ ।

କୃତିକା- ବିଦ୍ୟାର୍ଥୀ ମାନେ ବିଦ୍ୟାପ୍ରେମୀ ହୋଇପାରନ୍ତି । ବିବାଦରେ ମଧ୍ୟସ୍ଥି କରିବାରେ ନିବୃତ ରୁହନ୍ତୁ । ସମାଜ ସେବାରେ ସ୍ୱନାମ ପାଇବେ । ମହିଳା ମାନେ ଭ୍ରମଣର ସୁଯୋଗ ପାଇବେ

ପ୍ରତିକାର - ଗୋ ମାତାଙ୍କୁ କିଛି ଘାସ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :