• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Taurus

ବୃଷ

Friday 07 Apr 2023

କୃତିକା- ପାରିବାରିକ ଜୀବନ ସୁଖମୟ ରହିବ । ଆପଣଙ୍କ ପଥରେ ଲାଗି ରହିଥିବା ବାଧା ଦୂର ହେବ । ଅଫିସ୍ରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଆମଦାନି ବୃଦ୍ଧି ହେବାର ସମ୍ଭାବନା ରହିଛି । କୈାଣସି କାର‌୍ୟ୍ୟରେ ସାହାସିକ ପଦକ୍ଷପ ନେବେ

ରୋହିଣୀ- ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିରେ ସୁଯୋଗ ପାଇବେ । ସନ୍ଧ୍ୟା ସୁଧା ଭଲ ଖବର ପାଇବେ । ସାମାଜିକ କାର‌୍ୟ୍ୟରେ ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ସହପାଠୀ ଓ ଶିକ୍ଷକଙ୍କର ପୂର୍ଣ୍ଣରୂପେ ସହଯୋଗ ପାଇବେ ।

ମୃଗଶିରା- ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଂଶସା ପାଇବେ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ ।

ପ୍ରତିକାର – ମା କମଳାଙ୍କର ମୂଳମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :