• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Aquarius

କୁମ୍ଭ

Friday 07 Apr 2023

ଧନିଷ୍ଠା- ପରିବାରରେ ସମସ୍ତଙ୍କୁ ସାହାର‌୍ୟ୍ୟ କରିବାରେ ସଫଳ ହେବେ । ଲୋକଙ୍କୁ ନିଜ ଯୋଜନାରେ ସହମତ କରାଇ ନେବେ । ମହିଳା ମାନେ ଜିନିଷ କିଣିବାକୁ ସହରକୁ ଯାଇ ପାରନ୍ତି । ଅଧିକାରୀ ମାନଙ୍କ ସହିତ ବିଶେଷ ମାମଲାରେ କଥାବାର୍ତା ହେବେ

ଶତଭିଷା- ବାପା , ମାଙ୍କ ପରାମର୍ଶ ଆପଣଙ୍କ ଲାଗି ଫଳପ୍ରଦ ସାବ୍ୟସ୍ତ ହେବ । ଅଫିସ୍ରେ ଆପଣଙ୍କ କାମ ଦେଖି କର୍ତୁପକ୍ଷ ଖୁସି ହେବେ । ସାଙ୍ଗ ସାଥି ମାନଙ୍କ ପାଇଁ ଅଧିକ ଖର୍ଚ୍ଚ କରି ପାରନ୍ତି ।

ପୂ, ଭାଦ୍ରପଦ- ଧନଲାଭର ସୁଯୋଗ ପାଇବେ । କୈାଣସି କଥାକୁ ନେଇ ଆପଣ ଉତ୍ସାହିତ ରହିବେ । ଚାକିରି ବୃର୍ତିରେ ଭଲ ଶୁଭ ଖବର ପାଇବେ । ସମସ୍ତଙ୍କ ନଜରରେ ଭଲ ହୋଇ ରହିବେ

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :