• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Gemini

ମିଥୁନ

Friday 07 Apr 2023

ମୃଗଶିରା- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟରେ କ୍ରମଶଃ ଲାଭ ପାଇବେ । ସଭା ସମିତିରେ କୈାଣସି କଥାରେ ଆପଣଙ୍କ ସପକ୍ଷେର ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ

ଆଦ୍ରା- କୈାଣସି ଶୁଭ କର୍ମ କରିବା ପାଇଁ ଯୋଜନା ପ୍ରସ୍ତୁତ କରିବେ । ଯେତେ ପ୍ରକାର ସୁବିଧା ସୁଯୋଗ କଲେ ମଧ୍ୟ ଅନ୍ୟମାନେ ନିନ୍ଦା ଗାନ କରିବେ । ଆଶା ଅଭିଳାଷା ପୂରଣ ହୋଇପାରେ ।

ପୁନର୍ବସୁ- ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ସାହିତ୍ୟ, ସଙ୍ଗିତ ଓ ସୃଜନାଶୀଳତା ବୃଦ୍ଧି ପାଇବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :