• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Leo

ସିଂହ

Friday 07 Apr 2023

ମଘା- ଜୀବନ ସାଥିଙ୍କ ସହିତ ସମ୍ବଦ୍ଧ ମଜବୁତ ରହିବ । ଯେକୈାଣସି କାମ କରିବା ବେଳେ ମନକୁ ଶାନ୍ତ ରଖନ୍ତୁ । କର୍ମକ୍ଷେତ୍ରରେ ଅଧିକାରୀ ଖୁସି ରହିବା ହେତୁ ଆପଣଙ୍କ ଦରମା ବଢିପାରେ । ଅଧ୍ୟାପକଙ୍କ ଲାଗି ଧନର ନୂଆ ମାର୍ଗ ଖୋଲିବ

ପୂ- ଫାଲ୍‌ଗୁନୀ- ସହକର୍ମୀ ମାନେ ସାହାର‌୍ୟ୍ୟ କାରୀ ସାବ୍ୟସ୍ତ୍ୟ ହେବେ । ଶିକ୍ଷାର୍ଥୀ ଏକାନ୍ତରେ ପାଠ ପଢିବା ପାଇଁ ଚେଷ୍ଟା କରନ୍ତୁ । ଅତୀତ ସ୍ମୃତି ତାଜା ହୋଇପାରେ । ସରକାରି କ୍ଷେତ୍ରରେ ପ୍ରୋତ୍ସାହନ ମିଳିପାରେ

ଉ- ଫାଲ୍‌ଗୁନୀ- କ୍ୟାରିୟରରେ ମୋଡ ପରିବର୍ତନ ଲାଗି ଦିନଟି ଶୁଭ ରହିବ । ଜମିଜମାକୁ ନେଇ ଗଣ୍ଡେଗୋଳ ସୃଷ୍ଟି ହୋଇପାରେ । ଘରର ବୟୋଜ୍ୟେଷ୍ଠଙ୍କର ପାରାମର୍ଶ ନେଇ କାର‌୍ୟ୍ୟ କରିଲେ ସଫଳତା ପାଇବେ

ପ୍ରତିକାର – ଇଷ୍ଟ ଦେବୀ ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :