• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Virgo

କନ୍ୟା

Friday 07 Apr 2023

ଉ- ଫାଲ୍‌ଗୁନୀ- ସାଂସାରିକ ସ୍ୱାଧିନତା ରହିବ । ବାହାରକୁ ବୁଲି ଯିବାର ଯୋଜନା କରିପାରନ୍ତି । ବାଣିଜ୍ୟରେ ମନ୍ଥରତା ରହିବ । ପଦ ମର‌୍ୟ୍ୟାଦା ବୃଦ୍ଧି ପାଇବ । ଅସୁବିଧାରେ ପଡି ବିରକ୍ତି ଭାବ ପ୍ରକାଶ କରିବେ । ଅଫିସରେ ଲାଗିରହିଥିବା ଅଶାନ୍ତିର ସମାପ୍ତି ହେବ

ହସ୍ତା- ଅତ୍ୟଧିକ ଭାବ ପ୍ରବଣ ହୋଇ ଅପଦସ୍ତ ହେବେ । ବିଶ୍ୱାସ ସହ ଆଗକୁ ମାଡି ଚାଲିବେ । ବାକି ପଡିଥିବା ଅର୍ଥକୁ କୈାଶଳରେ ଆଦାୟ କରିବାକୁ ସମର୍ଥ ହେବେ । ଇଶ୍ୱରଙ୍କ ସାଧନାରେ ଲିପ୍ତ ରହିବେ ।

ଚିତ୍ରା- ଛାତ୍ର, ଛାତ୍ରୀ ମାନେ ସ୍ୱାଭିମାନୀ ହେବେ । ଅବହେଳା କରିଥିବା କାର‌୍ୟ୍ୟ ପାଇଁ ଅନୁତାପ କରିବେ । ସତ୍ କର୍ମରେ ବ୍ରତୀ ହୋଇ ପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର - ତ୍ରିପୁରା ସୁନ୍ଦରୀଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :