• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Scorpio

ବିଛା

Friday 07 Apr 2023

ବିଶାଖା- କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ନିଜର ଲକ୍ଷ୍ୟ ହାସଲ ଲାଗି ଯୋଜନା ପ୍ରସ୍ତୁତ କରିପାରନ୍ତି । ପେସାଦାର ବ୍ୟବସାୟଙ୍କୁ ଅଚାନକ ଧନଲାଭ ହୋଇପାରେ । ଅଫିସ କାମରେ ମନ୍ଥର ଗତିରେ ପୂରା ହେବ

ଅନୁରାଧା- ନୂଆ ବାହନ କିଣିବାର ଆଶା ପୂରଣ ହୋଇପାରେ । ରାଜନୀତିରେ ନେତୃତ୍ୱ ବୃଦ୍ଧି ହେବ । ତୁମର ଦକ୍ଷତାକୁ ପୂର୍ଣ୍ଣ ଭାବରେ ବ୍ୟବହାର କରିବେ । ଆତ୍ମ ବିଶ୍ୱାସ ଓ ଆଶାକୁ ନେଇ ଆଗକୁ ବଢିବେ ।

ଜ୍ୟୋଷ୍ଠା- ଧାର ଦେଇଥିବା ପଇସା ଫେରସ୍ତ ପାଇବେ । ପରିବାରରେ ନୂଆ ଦାୟିତ୍ୱ ଗ୍ରହଣ କରିବେ । ବୁଝି ବିଚାରି ସମସ୍ୟାର ସମାଧାନ କରିବେ । ସମାଜ ସେବାରେ ମନ ବଳାଇବେ । ଜମି , ଦଲାଲ୍ଙ୍କୁ ଯଥେଷ୍ଟ ଲାଭ ମିଳିବ ।

ପ୍ରତିକାର – ଓଁ ନୃଂ ନୃଂ ନୃଂ ନୃସିଂହାୟ ନମଃ ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :