• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Sagittarius

ଧନୁ

Friday 07 Apr 2023

ମୂଳା- ଅନ୍ୟର ପରାମର୍ଶ ଆପଣଙ୍କର ଲାଭ ଦାୟକ ହୋଇପାରେ । ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ । କାମରେ ନୂଆ ପ୍ରଦର୍ଶନ କରିବେ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ । ଅଫିସରେ ସହକର୍ମୀ ଆପଣଙ୍କୁ ସମ୍ମାନ କରିବେ ।

ପୂ, ଷାଢା- ମନରେ ନୂଆ ଆଶା ସୃଷ୍ଟି ହେବ । ବିଦ୍ୟାର୍ଥୀ କ୍ୟାରିୟର ଗଢିବା ଅଧିକ ପରିଶ୍ରମ କରିବେ । ରାଜନେତା ନୂଆ କାର‌୍ୟ୍ୟ ଭାର ଗ୍ରହଣ କରିବେ । କ୍ଷମତାଶାଳୀ ବ୍ୟକ୍ତିଙ୍କ ସହ ଶତୃତା ଦେଖାଦେବ ।

ଉ, ଷାଢା- ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ପ୍ରେମ କ୍ଷେତ୍ରରେ ସନ୍ଦେହ ମନଭାବ ଦେଖାଦେବ । କୌଣସି ମହିଳାଙ୍କ ଦ୍ୱାରା ଉପକୃତ ହୋଇ ପାରନ୍ତି ।

ପ୍ରତିକାର – ଶ୍ରୀ ରାମଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :