• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2023: ଏହି ରାଶିର ବ୍ୟକ୍ତି ଆଜି ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ

ସୈାର ମୀନ ମାସ ବୈଶାଖ କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ଶୁକ୍ରବାର । ଚନ୍ଦ୍ର – ତୁଳା ଅହୋରାତ୍ର,ତିଥି – ପ୍ରତିପଦ ଦିବା ୧୦.୨୧ ଗତେ ୨ୟା,ଘାତ ଚନ୍ଦ୍ର – ନାସ୍ତି,ଘାତ ବାର – ବିଛା , ଧନୁ ଓ ମୀନ,ପୁଷ୍କର ଦୋଷ – ଦିବା ୧୦.୨୧ ଗତେ ୧ପାଦ - ପଶୁସମ୍ପଦ ନାଶ- ଅନ୍ନଦାନ

Capricorn

ମକର

Friday 07 Apr 2023

ଉ, ଷାଢା- ସ୍ୱାସ୍ଥ୍ୟ ପ୍ରାୟତଃ ଭଲ ରହିବ । କୌଣସି ଗୁରୁତ୍ୱ ପୂର୍ଣ୍ଣ କାର‌୍ୟ୍ୟକୁ ନେଇ ବ୍ୟସ୍ତ ରହିପାରନ୍ତି । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ । ବ୍ୟକ୍ତିଙ୍କ ମନଭାବକୁ ଶିଘ୍ର ବୁଝିନେବେ

ଶ୍ରବଣା- କର୍ମ କ୍ଷେତ୍ରରେ ଶତୃତା ବୃଦ୍ଧି ହୋଇପାରେ । ପ୍ରିୟ ବନ୍ଧୁଙ୍କ ସହିତ ଗପସପରେ ସମୟ ବିତାଇବେ । ଭାବନା ଉପରେ ନିୟନ୍ତ୍ରଣ ରଖିବାର ଶିକ୍ଷା ଲାଭ କରିବେ । ମାଙ୍ଗଳିକ କାର‌୍ୟ୍ୟରେ ଯୋଗ ଦେଇ ଅଶେଷ ସୁଖ ଲାଭ କରିବେ

ଧନିଷ୍ଠା- ଅଭାବି ଲୋକଙ୍କୁ ସାହାର‌୍ୟ୍ୟ ସହଯୋଗର ହାତ ବଢାଇବେ । ଚାକିରୀ କ୍ଷେତ୍ରରେ ପ୍ରିୟ ପାତ୍ର ହୋଇ ପାରନ୍ତି । କୌଣସି ଦୂର ସ୍ଥାନକୁ ତିର୍ଥ ଯାତ୍ରାର ସୁଯୋଗ ପାଇବେ । ଆପଣଙ୍କ ଆୟ ପୂର୍ବ ପରି ରହିବ । ସମାଜରେ ମାନ ସମ୍ମାନ ପାଇ ପାରନ୍ତି ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :