• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aries

ମେଷ

Sunday 07 Apr 2024

ଅଶ୍ୱନୀ – କାର‌୍ୟ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ

ଦ୍ୱିଜା – ଲେଖାପଢାରେ ଧନ ଅର୍ଜନ କରିବେ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ । ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ କଳ୍ପନାର ମଧୁର ସାଗରରେ ପହଁରି ପାରନ୍ତି ।

କୃତିକା – ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି

ପ୍ରତିକାର - ମଙ୍ଗଳଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :