• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Taurus

ବୃଷ

Sunday 07 Apr 2024

କୃତିକା- ଜୀବନ ସାଥୀ ଓ ପରିଜନଙ୍କ ସ୍ନେହ ପାଇବେ । ବ୍ୟବସାୟ, ବାଣିଜ୍ୟରେ ସି୍ଥର ଅବସ୍ଥା ଲାଗି ରହିବ । କର୍ମ କ୍ଷେତ୍ରରେ ସହକର୍ମୀଙ୍କ ସହାୟତ ଯୋଗୁଁ କାମ ଗୁଡିକ ସହଜ ହେଇଯିବ । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ

ରୋହିଣୀ- ଅଫିସରୁ ଆସିଲା ବେଳେ ନିଜ ମନ ପସନ୍ଦର ଜିନିଷ ଟିଏ କିଣିକି ଆଣିବାରେ ସମର୍ଥ ହେବେ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଛାତ୍ରଛାତ୍ରିମାନେ ପରୀକ୍ଷାରେ ଉତମ ଫଳ ପ୍ରଦର୍ଶନ କରିବେ

ମୃଗଶିରା- ମହିଳା ମାନେ କଠିନ ପରିଶ୍ରମ କରିବେ । ମାଲିମକନ୍ଦମାର ଶୁଣାଣି ଆପଣଙ୍କ ବିପକ୍ଷରେ ଯିବା ସହିତ ଦଣ୍ଡବିଧାନ ହୋଇ ନଥାଏ । ଅନ୍ୟ ମାନଙ୍କୁ ଭାବିଚିନ୍ତି କଥା କୁହନ୍ତୁ । ଆପଣଙ୍କ ପିଲା ବ୍ୟବସାୟ କାମରେ ଆପଣଙ୍କୁ ସହଯୋଗ କରିବେ

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :