• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Aquarius

କୁମ୍ଭ

Sunday 07 Apr 2024

ଧନିଷ୍ଠା – ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସା୍ୱସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇ ପାରନ୍ତି

ଶତଭିଷା – କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳିକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

ପୂ , ଭାଦ୍ରପଦ – ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – ମହାଦେବଙ୍କ ମନ୍ତ୍ରକୁ ୨୧ ଥର ଜପ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :