• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Virgo

କନ୍ୟା

Sunday 07 Apr 2024

ଉ- ଫାଲ୍‌ଗୁନୀ- ଗୋଡରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଜୀବନ ସାଥିଙ୍କ ସହିତ ମଧୁର ସମ୍ବନ୍ଧ ରହିବ । ବ୍ୟବସାୟରେ ଲାଭପ୍ରଦ ହେବେ ଓ ସୈଖିନ ଦ୍ରବ୍ୟ ସଂଗ୍ରହ କରିବେ

ହସ୍ତା- କୃଷି କ୍ଷେତ୍ରରେ ଫସଲ ହାନି ଘଟିପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି । ରାଜନୀତିରେ କୈାଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ

ଚିତ୍ରା- ଅଯଥା ଯିବେ ବିବାଦ ଭିତରକୁ ଟାଣି ହୋଇ ଯାଇ ପାରନ୍ତି । ଯେଉଁ କାର‌୍ୟ୍ୟ କରିବେ ତାହା ଅପ୍ରିୟକର ହୋଇପାରେ । ସ୍ୱାର୍ଥପରତା ଯୋଗୁ ଅନେକ ବନ୍ଧୁ ଆପଣଙ୍କ ଠାରୁ ଦୂରେଇ

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :