• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Libra

ତୁଳା

Sunday 07 Apr 2024

ଚିତ୍ରା – ବ୍ୟବସାୟରେ ଆୟ ଅପେକ୍ଷା ବ୍ୟୟ ଅଧିକ ହୋଇପାରେ । ପ୍ରେମିକ ପ୍ରେମିକା ମାନେ ପରସ୍ପର ଠାରୁ ଦୂରତ୍ୱ ଅବଲମ୍ବନ କରିବେ । ଦୁର୍ଘଟଣା ଗସ୍ତ ହୋଇପାରନ୍ତି । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।

ସ୍ୱାତୀ – ରାଜନୀତି କ୍ଷେତ୍ରରେ ନିଜକୁ ସୁରକ୍ଷିତ ରଖି ପାରିବେ । ନୂତନ ଯୋନଜାକୁ କର‌୍ୟ୍ୟକରୀ କରନ୍ତୁ ନାହିଁ । ଶିକ୍ଷାତ୍ରୀ ମାନେ କିଛି ପରିମାଣରେ ଶୁଭଫଳ ପାଇବେ। ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।

ବିଶାଖା – ଚୋରି ହେବା ସମ୍ଭାବନା ରହିଛି । ମହିଳା ମାନେ ପୂରାତନ ରୋଗର ପିଡା ଅନୁଭବ କରିବେ । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ଭଲ ରହିବ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :