• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2024: ଏହି ରାଶିର ବ୍ୟକ୍ତି ଆଜି ବ୍ୟବସାୟ କ୍ଷେତ୍ରରେ ସଫଳତା ପାଇବେ

ସୈାର ମୀନ ମାସ ଚୈତ୍ର କୃଷ୍ଣପକ୍ଷ। ଇଂରାଜୀରେ ୦୭ ତାରିଖ ରବିବାର । ଚନ୍ଦ୍ର- କୁମ୍ଭ ପ୍ରାତଃ ୦୭.୩୯ ଗତେ ମୀନ,ତିଥି- ୧୩ଶୀ ପ୍ରାତଃ ୦୬.୫୪ ଗତେ ୧୪ଶୀ(କ୍ଷୟ) ରାତ୍ରି ୦୩.୨୧ ଗତେ ଅମାବାସ୍ୟା,ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ,ପ୍ରାତଃ ୦୭.୩୯ ଗତେ ଧନୁ ରାଶିର ଘାତବାର- ମେଷ ରାଶିର ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନଦାନ ଦିବା ୧୨.୫୮ ଗତେ ୧ ପାଦ-କୃଷିହାନି-ଭୂମିଦାନ

Scorpio

ବିଛା

Sunday 07 Apr 2024

ବିଶାଖା- ଅଚିହ୍ନା ଲୋକଙ୍କ ଠାରୁ ସାହାର‌୍ୟ୍ୟ ପାଇବେ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଆପଣ ନିଜପାଇଁ ସମୟ ବାହାର କରିପାରିବେ ଜ୍ଝ

ଅନୁରାଧା- ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୈାଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି ।

ଜ୍ୟୋଷ୍ଠା- ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ରାଜନୀତିରେ କୈାଣସି କାମକୁ ହାତକୁ ନେବେ । ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସି ହେବେ

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :