ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।
କୃତିକା- ପୂର୍ବ କଥା ପାସୋରି ନୂଆ କାମ ଆରମ୍ଭ କରନ୍ତୁ। ଆପଣଙ୍କର ଧ୍ୟାନ ଆଧ୍ୟାତ୍ମ୍ୟ ଦିଗକୁ ଅଧିକ ରହିବ। ଜୀବନ ସାଥୀଙ୍କ ସହଯୋଗ ଆପଣଙ୍କ ଅଶାନ୍ତି ଦୂର କରିଦେବ।ରୋହିଣୀ- କର୍ତୁପକ୍ଷ ଆପଣଙ୍କୁ କୌଣସି ଦାୟିତ୍ୱ ଦେବେ। ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ। ଆପଣ କୈାଣସି ବିଷୟରେ ବଡ ନିଷ୍ପତ୍ତି ନେଇପାରନ୍ତି ।ମୃଗଶିରା- ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ । ବ୍ୟବସାୟରେ ବୁଝିବିଚାରି ଭାଗିଦାରି କରନ୍ତୁ । ସମ୍ପତି କିଣିବାର ଯୋଗ ରହିଛି ।
ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬
ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।