• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Aquarius

କୁମ୍ଭ

Monday 07 Apr 2025

ଧନିଷ୍ଠା- କୈାଣସି ଆତ୍ମୀୟଙ୍କ ନକାରତ୍ମକ ଚିନ୍ତାଧାରା ମନକୁ ସାମୟିକ ବିବ୍ରତ କରିପାରେ । ଧାର୍ମିକ ଆୟୋଜନର ରୂପରେଖ ପ୍ରସ୍ତୁତ କରିବେ । ଛାତ୍ରଛାତ୍ରୀ ମାନେ ପଢାରେ ପ୍ରଂଶସିତ ହେବେ ।ଶତଭିଷା- ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ଅଫିସରେ ଜରୁରୀ କାମରେ କର୍ମଚାରୀଙ୍କ ଠାରୁ ସାହାଯ୍ୟ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ପୂ,ଭାଦ୍ରପଦ- ଶତ୍ରୁ କ୍ଷତି କରିବାକୁ ଚେଷ୍ଟା କଲେ ବି କିଛି କରିପାରିବେ ନାହିଁ। ମାଲିମକଦମା ସମସ୍ୟାର ସମାଧାନ କରିବେ। ଘରର ବୟୋଜ୍ୟେଷ୍ଠଙ୍କର ପାରାମର୍ଶ ନେଇ କାର୍ଯ୍ୟ କରିଲେ ସଫଳତା ପାଇବେ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।