• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Pisces

ମୀନ

Monday 07 Apr 2025

ପୂ,ଭାଦ୍ରପଦ- ପିଲାଙ୍କ ସଫଳତାକୁ ନେଇ ଖୁସି ହେବେ। ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚବର୍ଗଙ୍କଠାରୁ ପରୋକ୍ଷରେ ସମାଲୋଚିତ ହେବେ।ଉ,ଭାଦ୍ରପଦ- କୌଣସି କ୍ଷେତ୍ରରେ ଆଜି ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ। ଦୂରଯାତ୍ରାରେ ଭ୍ରମଣ ହେତୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।ରେବତୀ- ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। ବନ୍ଧୁ ପ୍ରତିଶ୍ରୁତି ରକ୍ଷାକରି ଠିକ୍ ସମୟରେ ଆସିବେ ଓ କାର‌୍ୟ୍ୟରେ ଯୋଗଦେବେ । ଛୋଟବଡ଼ ସମସ୍ୟାକୁ ଛାଡ଼ିଦେଲେ ଦିନଟି ଭଲରେ କଟିବ।

ପ୍ରତିକାର – ପକ୍ଷୀଙ୍କୁ କିଛି ଦାନା ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।