ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।
ମୃଗଶିରା- ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ। କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ। ଆଲୋଚନା ଅନୁଯାୟୀ କାମ ସବୁ ଠିକରେ ହୋଇଯିବ।ଆଦ୍ରା- ରାଜନୀତିରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ଅନୁକମ୍ପା ହାସଲ କରିବେ। ମହିଳାମାନେ ପରିବାରରେ ପ୍ରଶଂସିତ ହେବେ। ଭାଇ ବନ୍ଧୁଙ୍କ ସହ ବିରୋଧ ଦେଖଅଦେଇପାରେ ।ପୁନର୍ବସୁ- ଦୂରଯାତ୍ରାରେ ପ୍ରିୟଜନଙ୍କ ସହ ମିଳନ ହେବା ସହ ଅଟକିଥିବା କାଯ୍ୟ ପୂରଣ ହେବ। ବୁଦ୍ଧିମତା କାରଣରୁ ସମସ୍ତ କ୍ଷେତ୍ରରେ ଲାଭ ମିଳିବ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।
ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫
ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।