• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Cancer

କର୍କଟ

Monday 07 Apr 2025

ପୁନର୍ବସୁ- ନିଜ ମନରେ ନୂଆ ନୂଆ ବିଚାର ଆସିପାରେ। ବିବାହ ଆଦି ଶୁଭ କର୍ମରେ ଯୋଗ ଦେଇ ପାରନ୍ତି। କର୍ମ କ୍ଷେତ୍ରରେ ବହୁ ବାଧା ସହି ସଫଳତା ହାସଲ କରିବେ।ପୁଷ୍ୟା- ବ୍ୟବସାୟରେ ବିଦେଶକୁ ଯାଇ ଲାଭ ପାଇବେ । ସକରାତ୍ମକ ଭାବନା ଆଗକୁ ବଢିବାରେ ସହାୟକ ହେବ। ଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ।ଅଶ୍ଲେଷା- ଆବଶ୍ୟକିୟ ଜିନିଷ ପାଇଁ ଅତ୍ୟଧିକ ବ୍ୟୟ କରିବାକୁ ପଡିପାରେ। ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ । କ୍ରୀଡା,ସଙ୍ଗୀତ ଓ ଚଳଚ୍ଚିତ୍ର ତଥା ପ୍ରତିଯୋଗିତାରେ ସଫଳତା ଅର୍ଜନ କରିବେ।

ପ୍ରତିକାର – ବରଗଛ ମୂଳରେ କ୍ଷୀର ଢାଳି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।