ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।
ମଘା-ପାରିବାରିକ ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତିତ ରହିବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ମାନସିକ ଶାନ୍ତି ପାଇବେ।ପୂ,ଫାଲଗୁନି- କର୍ମକ୍ଷେତ୍ରରେ ଅସାବଧାନତା ହେତୁ ଅପମାନିତ ହୋଇପାରନ୍ତି। ରାଜନୀତିରେ ଥିବା ବ୍ୟକ୍ତିମାନଙ୍କ ପାଇଁ ଦିନଟି ମିଶ୍ରିତ ରହିବ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ ।ଉ,ଫାଲଗୁନି- ନିଜର କର୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବ। ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ। ବାଦବିବାଦ, ମାଲିମକଦ୍ଦମାରେ ବିଜୟୀ ଲାଭ କରିବେ।
ପ୍ରତିକାର – ଶ୍ରୀ ମାତଙ୍ଗିଙ୍କ ଯନ୍ତ୍ର ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧
ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।