• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Virgo

କନ୍ୟା

Monday 07 Apr 2025

ଉ,ଫଳଗୁନି- ପାରିବାରି ଜୀବନ ହସ, ଖୁସିରେ କଟିବ। ରାସ୍ତାରେ ଯିବା ସମୟରେ ପକେଟ ମାର ପ୍ରତି ସାବଧାନ ରୁହନ୍ତୁ। ଚାକିରିରେ ସହକର୍ମୀ ମାନେ ଈର୍ଷା କରିପାରନ୍ତି। ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ବଢିବ।ହସ୍ତା- ପାରିବାରିକ ଜୀବନରେ ପତ୍ନୀ ପିଡା ସହ ସନ୍ତାନ ଲାଭର ଯୋଗ ରହିଛି। ଲେଖାପଢାରେ ସାଥିଙ୍କ ସାହାଯ୍ୟ ସହଯୋଗ ମିଳିବ।ଚିତ୍ରା- ମହିଳାମାନେ ଆନନ୍ଦରେ ସମୟ ଅତିବାହିତ କରିବେ। ଲୋକେ ଆପଣଙ୍କ ବ୍ୟକ୍ତିତ୍ୱକୁ ପ୍ରେରଣା ଦେବେ। ଅସ୍ଥିର ମନ ଯୋଗୁ କୌଣସି କାମ ଠିକ୍ ଭାବେ କରିପାରିବେ ନାହିଁ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।