• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Libra

ତୁଳା

Monday 07 Apr 2025

ଚିତ୍ରା- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଆୟ ଅନୁଯାୟୀ ହାତ ଖୋଲା ଖର୍ଚ୍ଚ କରିବେ । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ଓ ପ୍ରଂଶସା ମିଳିବ ।ସ୍ୱାତୀ- ଅଫିସରେ ବାକି କାମ ସବୁକୁ ସଂପୂର୍ଣ୍ଣ କରିବେ। ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ। ସ୍ଥଗିତ କାମ ତ୍ୱରାନ୍ତିତ ହେବା ସହ ଆନୁଷ୍ଠାନିକ କ୍ଷେତ୍ରରେ ମର୍ଯ୍ୟାଦା ପାଇବେ। ବିଶାଖା- ଖୋଜୁଥିବା ଜିନିଷଟି ପାଇ ଆନନ୍ଦିତ ହେବେ । ସମସ୍ତଙ୍କ ସହିତ ନମ୍ରତା ପୂର୍ଣ୍ଣ ବ୍ୟବହାର କରନ୍ତୁ । ଚାକିରୀ କ୍ଷେତ୍ରରେ ଶତ୍ରୁବୃଦ୍ଧି ଦେଖା ଦେଇପାରେ।

ପ୍ରତିକାର – ଧଳା ରଙ୍ଗର ପୋଷାକ ପିନ୍ଧି ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।