• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Scorpio

ବିଛା

Monday 07 Apr 2025

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ଶାନ୍ତି ମିଳିବ। କର୍ମକ୍ଷେତ୍ରରେ ବିବାଦୀୟ ଚିନ୍ତାଧାରା ପାଇଁ ବ୍ୟସ୍ତବିବ୍ରତ ହୋଇପାରନ୍ତି । ଅନ୍ୟମାନେ ଫାଇଦା ହାସଲ ପାଇଁ ସମ୍ମୁଖରେ ପ୍ରଲୋଭନଯୁକ୍ତ କଥା କହି ପାରନ୍ତି।ଅନୁରାଧା- ଆଲୋଚନାର ଶେଷ ପର୍ଯ୍ୟେୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ନିଜ କାମ ପଛକୁ ପକାଇ ବନ୍ଧୁଙ୍କ କାମକୁ ପ୍ରାଧାନ୍ୟ ଦେବେ। ଜ୍ୟେଷ୍ଠା- ସଭାସମିତିରେ ଆଲୋଚନା କାଳରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରହିବା ଭଲ ହେବ। କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।

ପ୍ରତିକାର – ମନ୍ଦାର ଫୁଲକୁ ସୂର‌୍ୟ୍ୟ ଦେବତାଙ୍କୁ ଅର୍ପଣ କରି ଦିନ ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।