ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।
ମୂଳା- କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ଆଶା କରାଯାଉଥିବା ଫଳ ବହୁତ ଡେରିରେ ପାଇବେ ।ପୂ,ଷାଢା- କର୍ମ କ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରି ନେବାକୁ ଚେଷ୍ଟା କରିବେ। ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ। ପଛ କଥା ନଭାବି ବର୍ତ୍ତମାନ ପରିସ୍ଥିତିକୁ ସାମ୍ନା କରିବେ। ଉ,ଷାଢା- ଯେଉଁ ବ୍ୟକ୍ତି ମାନେ ନୂଆ ଚାକିରି ଚାହୁଁଛନ୍ତି ସୋମାନେ ଏଥିରେ ସଫଳ ହେବେ। ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । ବିଦ୍ୟାର୍ଥୀ ମାନେ ଶିକ୍ଷାକ୍ଷେତ୍ରରେ ଅତ୍ୟନ୍ତ ଶୁଭ ଫଳ ପାଇବେ ।
ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩
ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।