• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th April 2025: ଆଜି କେମିତି କଟିବ ଆପଣଙ୍କ ଦିନ ? ଜାଣନ୍ତୁ ରାଶିଫଳ..

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।

Capricorn

ମକର

Monday 07 Apr 2025

ଉ,ଷାଢା- ବୟସ୍କ ବ୍ୟକ୍ତିଙ୍କ ଶାରୀରିକ ଅସୁସ୍ଥତା ଯୋଗୁ ମାନସିକ ସ୍ଥିତି ଠିକ୍ ରହିବ ନାହିଁ। ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ ପାଇଁ ଖର୍ଚ୍ଚାନ୍ତ ହେବେ । ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା କ୍ଷେତ୍ରରେ ଶୁଭଫଳ ପାଇବେ ।ଶ୍ରବଣା- ସରକାରୀ ସ୍ତରରେ ଅବହେଳିତ କାର‌୍ୟ୍ୟ ସକାଶେ ଅନୁତାପ କରିବେ। କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦ ମର୍ଯ୍ୟଦା ବୃଦ୍ଧି ପାଇବ। ଧନିଷ୍ଠା- ଭଲ ସମ୍ପର୍କ ଥିବା ବନ୍ଧୁ ନିଜ ସୁବିଧା ହାସଲକୁ ନେଇ ଅସୁବିଧାରେ ପକାଇପାରନ୍ତି। ଋଣ ପରିଶୋଧ କିମ୍ବା ଅର୍ଥ ସମ୍ପର୍କୀୟ ସମସ୍ୟାକୁ ସୁଧାରି ନେବାରେ କୌଣସି ଅସୁବିଧା ହେବ ନାହିଁ । ଦୂର ସ୍ଥାନରେ ଥିବା ଜମି କ୍ରୟ କରିପାନ୍ତି ।

ପ୍ରତିକାର – ଭଗବାନ ବିଷ୍ଣୁଙ୍କ ବିଗ୍ରହକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS

ଅଶ୍ୱନୀ- କୈାଣସି ସହପାଠୀ ଆପଣଙ୍କର ସାହାଯ୍ୟ ଆଶା କରିପାରନ୍ତି । ବ୍ୟବସାୟରେ ଲାଭବାନ୍ ହେବେ । କର୍ମ କରିବା ଶୈଳୀରେ ପରିବର୍ତନ ଆଣିବେ ଓ କର୍ମ ପାଇଁ ସମ୍ମାନିତ ହେବେ।