• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ

Taurus

ବୃଷ

Monday 07 Aug 2023

କୃତିକା- ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ପାରିବାରିକ, ଲୋକ ସମ୍ପର୍କ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ ।

ରୋହିଣୀ- ଗବେଷଣା, ଅନୁସନ୍ଧାନ, ରଚନାମତ୍କ କାର୍ଯ୍ୟ ତଥା ଅଧ୍ୟୟନରେ ଉନ୍ନତି କରିବେ । ଅସଂଯତ କାର୍ଯ୍ୟ କଳାପ ଜନିତ ଅଭିଯୋଗ ଦ୍ୱାରା ଉଚ୍ଚ ବର୍ଗଙ୍କ ଠାରୁ ସମାଲୋଚିତ ହେବେ ।

ମୃଗଶିରା- ରାଜନୀତି କ୍ଷେତ୍ରରେ ଉଚ୍ଚ ପଦବୀ ହାସଲ କରିପାରନ୍ତି । ଘରର ସୀମା ବା ସଂପତ୍ତିକୁ ନେଇ ଆକସ୍ମିକ କଳହ ଲାଗିପାରେ । ବ୍ୟସ୍ତତା ଭିତରେ ସମୟ ବିତାଇବେ ।

ପ୍ରତିକାର – ମା’ କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି -  ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ