• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ

Pisces

ମୀନ

Monday 07 Aug 2023

ପୂ, ଭାଦ୍ରପଦ- ଶରୀର ସୁସ୍ଥ ରହିବା ସହ ଯାତ୍ରାରେ ବିଶେଷ ଲାଭବାନ୍ ହେବେ । ଦାଂପତ୍ୟ ଜୀବନରେ ମଧୁରତା ବଢିବ । ଅଫିସରେ କର୍ମଚାରୀଙ୍କ ଉପରେ ବିରକ୍ତ ରୁହନ୍ତୁ ନାହିଁ ।

ଉ, ଭାଦ୍ରପଦ- ବ୍ୟବସାୟରେ ବିରାଟ ଯୋଜନାର ସଂକଳ୍ପ ନେବେ । ଶିକ୍ଷା କ୍ଷେତ୍ରରେ ଅଧିକ ଅବହେଳା କରିବେ । ରାଜନୀତିରେ ଲୋକ ପ୍ରିୟତା ଦେଖା ଦେବ ।

ରେବତୀ- କଳା, ସାହିତ୍ୟ , ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କୈାଣସି ମୂଲ୍ୟବାନ୍ ଉପହାର ପ୍ରାପ୍ତି ହେବେ । ମହିଳା ମାନେ ଗୃହ ଚିନ୍ତାରେ ବ୍ୟସ୍ତ ରହିବେ ।

ପ୍ରତିକାର- କୌଣସି ବ୍ରାହ୍ମଣର ସେବା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି -  ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ