• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ

Libra

ତୁଳା

Monday 07 Aug 2023

ଚିତ୍ରା- ଅଫିସରେ କାର୍ଯ୍ୟ ବ୍ୟସ୍ତତା ଯୋଗୁ ଖାଦ୍ୟପେୟ ଠିକ୍ ରହିବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଘଟିବ । କୈାଣସି ଉନ୍ନତି ମୂଳକ କାର୍ଯ୍ୟ ସକାଶେ ମୋଟା ଅଙ୍କର ଅର୍ଥ ଦରକାର ପଡିବ

ସ୍ୱାତୀ- ରାଜନୀତିରେ ବିଜୟ ଲାଭରୁ ମନବଳ ବୃଦ୍ଧି ପାଇବ । ଶିକ୍ଷାର୍ଥି ମାନେ ବିଦ୍ୟାରେ ସଫଳତା ହାସଲ କରିବେ । ଚାକିରି କ୍ଷେତ୍ରରେ ଆଶା ଅଭିଳାଷା ପୂରଣ ହୋଇପାରେ ।

ବିଶାଖା- ନିର୍ମାଣଧିନ ଗୃହ ପୂର୍ଣ୍ଣାଙ୍ଗ ଆରମ୍ଭ ହେବ । ମହିଳାମାନେ ସମସ୍ତଙ୍କୁ ସାଥିରେ ନେଇ ଆଗକୁ ବଢିବେ । ମାଲିମକବ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ଶୁଭ ରଙ୍ଗ- ଧଳା ଏବଂ ଶୁଭ ସଂଖ୍ୟା- ୬

ପ୍ରତିକାର: ଚଉଳା ମୂଳେ ପାଣି ଢାଳି ଦିନ ଆରମ୍ଭ କରନ୍ତୁ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି -  ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ