• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ

Scorpio

ବିଛା

Monday 07 Aug 2023

ବିଶାଖା- ସୁସ୍ଥ ଅନୁଭବ କରିବେ । ପରିବାରରେ ହସଖୁସିର ବାତାବରଣ ଖେଳିଯିବ । ଆଜି ଯେଉଁ କାମ ଆରମ୍ଭ କରିବେ ସେଥିରେ ସଫଳତା ମିଳିବ । ଆୟ ବଢିବା ସହିତ ଚାକିରିରେ ପଦେନ୍ନତି ହେବ । କଳାକ୍ଷେତ୍ରରେ ଥିବା ଲୋକ କିଛି ନୂଆ କରିବେ

ଅନୁରାଧା- ବଡ କଂପାନିରୁ ଚାକିରି ପାଇଁ ଡାକରା ଆସିବ । ସାମାଜିକ କାର୍ଯ୍ୟରେ ଭାଗନେଇ ଗଠନ ମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ଲୋମାନେ ଆପଣଙ୍କ ଜ୍ଞାନ ଦ୍ୱାରା ପ୍ରଭାବିତ ହେବେ । ସାମାଜିକ ପ୍ରତିଷ୍ଠା ସହିତ ସୁଖ ସୈଭାଗ୍ୟ ପ୍ରଦାନ କରିବ ।

ଜ୍ୟୋଷ୍ଠା- ଅଦାଲତରେ ଜୟଯୁକ୍ତ ହେବେ । ରାଜନେତା ନୂଆ କାର୍ଯ୍ୟ ଭାର ଗ୍ରହଣ କରିବେ । ସମ୍ପତ୍ତି ବଢାଇବାର ଯୋଜନା ସଫଳ ହେବ । ସାମ୍ବାଦିକତା ତଥା ଦୂର ବ୍ୟବସାୟର ସମ୍ପ୍ରସାରଣ ଘଟିବ ।

ପ୍ରତିକାର – ବଗଳା ମୁଖିଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି -  ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ