• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2023: ଏହି ରାଶିର ବ୍ୟକ୍ତିଙ୍କୁ ଆଜି ଅର୍ଥ ଲାଭର ସୁଯୋଗ

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି - ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ

Sagittarius

ଧନୁ

Monday 07 Aug 2023

ମୂଳା- ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି । ଚାକିରି କ୍ଷେତ୍ରରେ ସହନଶୀଳତା ବଢିବ ।

ପୂ, ଷାଢା- ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ । ରାଜନିତି ବିରୋଧୀ ସମ୍ମୁଖିନ ହେଲେ ମଧ୍ୟ ବିରୋଧୀ ଦଳ କିଛି କ୍ଷତି କରି ପାରିବେ ନାହିଁ ।

ଉ, ଷାଢା- ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି । ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ।

ପ୍ରତିକାର– ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS

ସୌର କର୍କଟ ମାସ ଶ୍ରାବଣ (ମଳ) କୃଷ୍ଣପକ୍ଷ । ଇଂରାଜୀରେ ୭ ତାରିଖ ସୋମବାର ଚନ୍ଦ୍ର –ମୀନ ରାତ୍ରି ୦୧.୪୪ ଗତେ ମେଷ। ତିଥି -  ୭ମୀ ରାତ୍ରି୦୪.୧୪ ଗତେ ୮ମୀ; ଘାତ ଚନ୍ଦ୍ର – ମେଷ ଅହୋରାତ୍ର; ଘାତବାର – ମିଥୁନ