• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Aries

ମେଷ

Wednesday 07 Aug 2024

ଅଶ୍ୱନୀ- ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ପାରିବାରିକ ଜୀବନରେ ବୁଝାବଣା ନେଇ ତିକ୍ତତା ଦୂରେଇବାରେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିବ ।

ଦ୍ୱିଜା- ରାଜନୀତିରେ ଅନେକ ମହତ୍ୱପୂର୍ଣ୍ଣ ନିର୍ଣ୍ଣୟ ନେବେ ଯାହାକି ସମ୍ଭବ ହେବ ନାହିଁ । ଶିକ୍ଷାକ୍ଷେତ୍ରରେ ମନୋବାଞ୍ଛିତ ସ୍ଥାନରେ ପଢିବାର ସୁଯୋଗ ପାଇବେ । ବିଶେଷ ବ୍ୟକ୍ତିଙ୍କ ଠାରୁ ଶୁଭ ଖବର ପାଇବେ ।

କୃତିକା- ସମ୍ପତିକୁ ନେଇ ପାରିବାରିକ ଦ୍ୱନ୍ଦ ଦୂରେଇ ଯିବ । ମହିଳାମାନେ ନିଜ ବ୍ୟବହାରରେ ସଂଯମତା ରକ୍ଷା କରନ୍ତୁ । ଶୃଖଂଳିତ ଭାବରେ କର୍ମ କରି ସଫଳତା ପାଇବେ ।

ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :