• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Taurus

ବୃଷ

Wednesday 07 Aug 2024

କୃତିକା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇପାରେ । ଶାରୀରିକ ଚିନ୍ତା ଦୂର ହେବ । ଦୂର ଯାତ୍ରାରେ ସଫଳତା ମିଳିବ ।

ରୋହିଣୀ- ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀମାନେ ପଢାରେ କଷ୍ଟ କରିବେ ।

ମୃଗଶିରା- ବିବାହ କରିବା ଲାଗି ନିଷ୍ପତ୍ତି ନେଇ ପାରନ୍ତି । ମନୋରଂଜନ କାର୍ଯ୍ୟରେ ଖର୍ଚ୍ଚ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :