• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Aquarius

କୁମ୍ଭ

Wednesday 07 Aug 2024

ଧନିଷ୍ଠା-କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । କିଛିଟା ଲୋଭନୀୟ ପ୍ରତିଶ୍ରୁତି ପ୍ରଦାନ କରି ବନ୍ଧୁଙ୍କ ସହ ନୂଆ ସମ୍ପର୍କରୁ ଖୁସି ରହିବେ । ନୂଆ କାର୍ଯ୍ୟ ପାଇଁ ପ୍ଲାଲିଙ୍ଗ କରି ପାରନ୍ତି , ଯାହା ଆପଣଙ୍କୁ ସଫଳତା ଆଣିଦେବ ।

ଶତଭିଷା- ବ୍ୟବସାୟରେ ଭାଗ୍ୟର ସହଯୋଗ ପାଇବେ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ

ପୂ,ଭାଦ୍ରପଦ- ଅଦାଲତରେ ସଫଳତା ହାସଲ କରି ଆନନ୍ଦ ଅନୁଭବ କରିବେ । ଖର୍ଚ୍ଚ ଉପରେ ଟିକେ ଧ୍ୟାନ ଦିଅନ୍ତୁ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :