• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Pisces

ମୀନ

Wednesday 07 Aug 2024

ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ । ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ ।

ଉ,ଭାଦ୍ରପଦ- ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ଛାତ୍ରଛାତ୍ରୀମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ରେବତୀ- ବିଦ୍ୟାର୍ଥୀମାନଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧୀକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି । ଆପଣଙ୍କ ପାଖକୁ ନୂଆ ଦାୟିତ୍ୱ ଆସିପାରେ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :