• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Gemini

ମିଥୁନ

Wednesday 07 Aug 2024

ମୃଗଶିରା- ଖୁସି ଖବର ଶୁଣି ମନ ପ୍ରଫୁଲିତ ରହିବ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ । ନୂତନ ବନ୍ଧତ୍ୱ ସୃଷ୍ଟି ହୋଇପାରେ । ଆମଦାନି ବଢଇବାର ନୂଆ ଯୋଜନ ମୁଣ୍ଡକୁ ଆସିପାରେ ।

ଆଦ୍ରା- ସାମାଜିକ କାର୍ଯ୍ୟରେ ଅଂଶଗ୍ରହଣ କରିବେ । ଛାତ୍ରଛାତ୍ରୀମାନେ ବନ୍ଧୁଙ୍କ ସହଯୋଗରେ ଆଗକୁ ଆଗେଇ ଚାଲିବେ । ସଭାସମିତି ଓ ସାଂଗଠନିକ କ୍ଷେତ୍ରରେ ପ୍ରଂଶସିତ ହେବେ ।

ପୁନର୍ବସୁ- ଯେଉଁ ବ୍ୟବସାୟ ଆରମ୍ଭ କରିବା ପାଇଁ ଭାବୁଥିବେ ତାହା ଶୀଘ୍ର ଆରମ୍ଭ କରନ୍ତୁ । ମାଲି ମକଦ୍ଦମାରେ ଓକିଲଙ୍କ ସାହାଯ୍ୟ ପାଇବେ । ବିଦ୍ୟାର୍ଥୀମାନେ ଗୁରୁଜନମାନଙ୍କ ଆଜ୍ଞା ପାଳନ କରିବେ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :