• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Cancer

କର୍କଟ

Wednesday 07 Aug 2024

ପୁନର୍ବସୁ- ଜରୁରୀ କାମରେ ଘର ଲୋକଙ୍କର ସାହାଯ୍ୟ ପାଇବେ । ବିବାହ ପାଇଁ ଲାଗି ରହିଥିବା ତାରିଖ ଧାର୍ଯ୍ୟ ହୋଇପାରେ । ଭାବୁଥିବା କାମକୁ ମନପ୍ରାଣ ଦେଇ ପୂରା କରିବେ । ଅଭିଭାବକ ଠାରୁ ଝିଅମାନେ ଉପହାର ପାଇ ପାରନ୍ତି ।

ପୁଷ୍ୟା- ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲି ଯିବ । ଶିକ୍ଷାର୍ଥିମାନେ ବିଦ୍ୟାରେ ସଫଳତା ହାସଲ କରିବେ । ସାମାଜିକ ଆଦୃତି ମାଧ୍ୟମରେ ସୁଖ ସମ୍ମାନ ପ୍ରଦାନ କରିବ ।

ଅଶ୍ଲେଷା- ଆପଣଙ୍କ ପରାକ୍ରମ ବଢିବ । ଅପ୍ରତ୍ୟାଶିତ ଧନ ପ୍ରାପ୍ତି ହୋଇପାରେ । ଗୃହିଣୀଙ୍କ ଠାରୁ ସହଯୋଗ ମିଳିବ । ଜରୁରୀ କାମରେ ଦୂର ସ୍ଥାନକୁ ଯାଇପାରନ୍ତି । ପୂର୍ବର ଚିନ୍ତା ସମାପ୍ତ ହୋଇଯିବ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :