• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Leo

ସିଂହ

Wednesday 07 Aug 2024

ମଘା- ଗଳା ଜନିତ ସମସ୍ୟା ସହିତ ଶରୀରରେ ଅନ୍ୟ କିଛି ସକ୍ରମଣ ଦେଖାଦେଇପାରେ । ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିବେ । ବ୍ୟବସାୟାଦି ବିଭିନ୍ନ ସଂସ୍ଥାରୁ ଧନର ଆଗମନ ହେବ

ପୂ,ଫାଲଗୁନି- କୌଣସି କାମ ଆରମ୍ଭ କରି ଅବଶ୍ୟ ସଫଳତା ପାଇବେ । ସମାଜ ସେବାରେ ମନ ବଳାଇବେ । କଠିନ ପରିଶ୍ରମ କରୁଥିବା ଛାତ୍ରମାନଙ୍କ ଆଶା ଶେଷରେ ପୂରଣ ହେବ

ଉ,ଫାଲଗୁନି- ଶତ୍ରୁକୁ ଶରଣାଗତ କରାଇପାରନ୍ତି । ମହିଳାମାନେ ଉଦାର ସ୍ୱଭାବ ରହିବେ । ଉତରାଧିକାରୀ ସୂତ୍ରରେ କୈାଣସି ସମ୍ପତିର ମାଲିକାନା ପାଇପାରନ୍ତି । ଖେଳ କୁଦରେ ଖୁସି ରହିବେ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :