• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Virgo

କନ୍ୟା

Wednesday 07 Aug 2024

ଉ,ଫଳଗୁନି- ସ୍ୱାସ୍ଥ୍ୟରେ କିଛି ପରିବର୍ତ୍ତନ ଆସିବ । ପରୋକ୍ଷ ଶତୃତା ଦୈନିକ ଜୀବନ ଚର୍ଯ୍ୟାକୁ କେତେକାଂଶରେ ପ୍ରଭାବିତ କରିପାରେ । ଛୋଟ କଥାକୁ ନେଇ ପରିବାର ଭିତରେ ସମ୍ପର୍କ ହାନି ହୋଇପାରେ ।

ହସ୍ତା- ଇଚ୍ଛା ପୂରଣ କରିବା ପ୍ରୟାସରେ ସଫଳ ହେବେ । ଛାତ୍ରୀଙ୍କୁ ସହପାଠୀଙ୍କ ସହଯୋଗ ମିଳିବ । ଆର୍ଥିକ ସ୍ଥିତି ସୁଦୃଢ ହେବା ଯୋଗୁ ପରିବାରରେ ଶାନ୍ତି ରହିବ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ପ୍ରଶଂସା ମିଳିବ ।

ଚିତ୍ରା- ଗାଡିମଟର ସାବଧାନତା ସହ ଚଲାନ୍ତୁ । ଅସ୍ଥିରତା କାରଣରୁ କାର୍ଯ୍ୟରେ ତୃଟି କରିପାରନ୍ତି । ଲାଭର ଅବସର ହାତଛଡା କରନ୍ତୁ ନାହିଁ । ଭାଗ୍ୟୋନ୍ନତି ଏବଂ ଧର୍ମ କର୍ମରେ ରୁଚି ବଢିବ ।

ପ୍ରତିକାର - ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :