• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Libra

ତୁଳା

Wednesday 07 Aug 2024

ଚିତ୍ରା- ପିଲାମାନଙ୍କ ସହିତ ହସଖୁସିରେ ସମୟ ବିତାଇବେ । ଭାଗ୍ୟର ସହଯୋଗରେ ପୂର୍ବରୁ ଚାଲିଥିବା ସମସ୍ୟାରୁ ମୁକ୍ତ ହେବେ । ଭାଇ-ବନ୍ଧୁଙ୍କ ସହିତ ସମ୍ପର୍କ ଭଲ ରହିବ ।

ସ୍ୱାତୀ- ଛାତ୍ରଛାତ୍ରୀମାନେ ପଢାରେ ଭଲ ସଫଳତା ଆଣିବେ । ଋଣ କିମ୍ବା ଉଧାର ନେବା ଠାରୁ ଦୂରେଇ ରହିବା ଉଚିତ୍ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । କର୍ମ କ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ଠାରୁ ନିଜେ କରିଥିବା ଭୁଲ କଥା ଜାଣିପାରିବେ ।

ବିଶାଖା- ଉପରିସ୍ଥ କର୍ମଚାରୀମାନଙ୍କ ସହିତ କିଛି ବାଦ ବିବାଦ ଉପୁଜି ପାରେ । କୋର୍ଟ କଚେରୀ ମାମଲାଠୁ ଦୂରରେ ରୁହନ୍ତୁ । ଅର୍ଥ ସମ୍ମାନର ଅଭାବ ରହିବ ନାହିଁ । ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ।

ପ୍ରତିକାର – ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :