• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Sagittarius

ଧନୁ

Wednesday 07 Aug 2024

ମୂଳା-ସ୍ୱାସ୍ଥ୍ୟ ସମସ୍ୟା ଉପନ୍ନ ହୋଇପାରେ । ପତିପତ୍ନୀଙ୍କ ମଧ୍ୟରେ ଭଲ ସପଂର୍କ ସୃଷ୍ଟି ହେବ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ ।

ପୂ,ଷାଢା- ରାଜନୀତିରେ ମହତ୍ୱାକାଂକ୍ଷା ପୂରା ହେବ । ଚାକିରି ବୃତିରେ ଅଧୁରା ସ୍ୱପ୍ନ ପୂରା ହୋଇପାରେ । ପିଲାମାନେ ଦ୍ୱନ୍ଦ ଭିତରକୁ ପ୍ରବେଶ କରିବେ । କୌଣସି କାର୍ଯ୍ୟ କରିବା ପୂର୍ବରୁ ଗୁରୁଜନଙ୍କ ପରାମର୍ଶ କରନ୍ତୁ ।

ଉ,ଷାଢା- ପୈତୃକ ସମ୍ପତିର ସମାଧାନ ହୋଇଜିବ । ପଛ କଥା ନଭାବି ବର୍ତମାନ ପରିସ୍ଥିତିକୁ ସାମ୍ନା କରିବେ । ସୁନ୍ଦର କଳ୍ପନାରେ ବିଭୋର ରହିବେ ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :