• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th August 2024: ଏହି ରାଶିର ବ୍ୟକ୍ତିଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ...

ସୌର କର୍କଟ ମାସ ଶ୍ରାବଣ ଶୁକ୍ଳପକ୍ଷ । ଇଂରାଜୀରେ ୦୭ ତାରିଖ ବୁଧବାର । ଚନ୍ଦ୍ର- ସିଂହ ରାତ୍ରି ୦୩.୧୫ ଗତେ କନ୍ୟା ତିଥି- ୩ୟା । ରାତ୍ରି ୧୦.୦୬ ଗତେ ୪ର୍ଥୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ରାତ୍ରି ୦୩.୧୫ ଗତେ ବୃଷ ରାଶିର ।

Capricorn

ମକର

Wednesday 07 Aug 2024

ଉ,ଷାଢା-ଆପଣଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ଘଟିବ,ଉଦ୍ଧିଷ୍ଟ କାର୍ଯ୍ୟ ସିଦ୍ଧି ହେବ । ଶତୃମାନେ ପ୍ରତିହତ ହେବେ, ଆୟ କ୍ରମେ ବଢିବ । ତିର୍ଥଯାତ୍ରାରେ ଦେବ ଦର୍ଶନ କରିପାରନ୍ତି ।

ଶ୍ରବଣା- କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ । ମହିଳାମାନେ ନିଜ ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ପାରନ୍ତି । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ ।

ଧନିଷ୍ଠା- ଦିନଚର୍ଯ୍ୟା ବହୁତ ଆଡମ୍ବର ପୂର୍ଣ୍ଣ ରହିପାରେ । କର୍ମତତ୍ପରତା କାରଣରୁ ଆଗେଇ ଚାଲିବେ । ସାଂସାରିକ ଦ୍ରବ୍ୟାଦି ଲାଭ କରିବେ । ସାମାଜିକ ସହଯୋଗ ଲାଭ କରିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :