• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 7th Dec 2022: ଏହି ରାଶିର ବ୍ୟକ୍ତି ଆଜି କୌଣସି ସ୍ଥାନକୁ ଯାତ୍ରା ପୂର୍ବରୁ ସତର୍କତା ଅବଲମ୍ବନ କରନ୍ତୁ

ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର  – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...

Aries

ମେଷ

Wednesday 07 Dec 2022

ଅଶ୍ୱନୀ  - ଯାତ୍ରା ସମୟରେ ଯାନବାହନରେ ସତର୍କ ରହିବା ଭଲ। କର୍ମକ୍ଷେତ୍ରରେ କାରଣ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବାକୁ ପଡ଼ିପାରେ। ପେଟ ବ୍ୟଥାରୁ ମୁକ୍ତି ମିଳିବ ।
ଦ୍ୱିଜା – ରାଜନୈତିକ କ୍ଷେତ୍ରରେ ଟିକିଏ ଜଟିଳ ଆଡକୁ ଗତି କରିବ। କିନ୍ତୁ ପରିମାଣ ବିଶେଷ କିଛି ଖରାପ ହେବ ନାହିଁ ।
କୃତିକା –ନାରୀମାନଙ୍କର ସହନଶୀଳତା ବୃଦ୍ଧି ପାଇବ ।  ଜମିଜମା ପାଇଁ ଅର୍ଥ ବ୍ୟୟ କରିପାରିବେ ।

ପ୍ରତିକାର -  ମା’ ବଗଳାମୁଖିଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :