ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...
ଧନିଷ୍ଠା – ଅସ୍ୱାସ୍ଥ୍ୟକର ପରିସ୍ଥିତିକୁ ନେଇ ଚିନ୍ତାଗ୍ରସ୍ତ ରହିବେ । ପତି-ପତ୍ନୀଙ୍କ ମଧ୍ୟରେ ଉତ୍ତମ ବୁଝାବଣା ରହିବ । କର୍ମଜୀବୀମାନେ କର୍ମ ପ୍ରବଣତା ପ୍ରୀତି ବୃଦ୍ଧି ପାଇବ।
ଶତଭିଷା – ବ୍ୟବସାୟ- ବାଣିଜ୍ୟରେ କ୍ଷତି, ଅଯଥା ବ୍ୟୟ ଓ ଆର୍ଥିକ ହାନି ସୂଚିତ ହେବ । ରାଜନୀତି ସଙ୍ଗଠନ ସୁଦୃଢ ହେବ ।
ପୂ , ଭାଦ୍ରପଦ – ଛାତ୍ରଛାତ୍ରୀମାନେ ପଢ଼ାପଢ଼ିରେ ଉନ୍ନତି କରିବେ । ଜମିଜମାକୁ ବିବାଦ ଉପୁଜିବେ ।
ପ୍ରତିକାର –ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮