ସୌର ବିଛା ମାସ ମାର୍ଗଶିର ଶୁକ୍ଲପକ୍ଷ । ଇଂରାଜୀରେ ୦୭ ତାରିଖ, ବୁଧବାର। ଚନ୍ଦ୍ର – ବୃଷ ଅହୋରାତ୍ର ତିଥି- ୧୪ଶୀ ଦିବା ୦୮/୦୧ ଗତେ ପୂର୍ଣ୍ଣିମା ଘାତ ଚନ୍ଦ୍ର- ବିଛା ଅହୋରାତ୍ର ଘାତ ବାର – କର୍କଟ ପୁଷ୍କର ଦୋଷ – ୧ ପାଦ କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୧୦/୨୫ ପର୍ଯ୍ୟନ୍ତ। ଜାଣନ୍ତୁ, ଆଜି କେମିତି କଟିବ ଆପଣଙ୍କ ଦିନ...
ମଘା – ଭାତୃ ସମ୍ପର୍କରେ ଉନ୍ନତି ଆସିବ । କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହସ ରଖି କୃତକାର୍ଯ୍ୟ ହେବେ।
ପୂ , ଫାଲଗୁନୀ - ରାଜନୈତିକତା ତତ୍ପରତା ବଢିବା ନିଶ୍ଚିନ୍ତତା ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ପଢାପଢିରେ ଧ୍ୟାନ ଦେବେ
ଉ ,ଫାଲଗୁନୀ – ଧର୍ମ ଓ ସାଂସୃତିକ କାର୍ଯ୍ୟରେ ଅଗ୍ରଣୀ ଭୂମିକା ଗ୍ରହଣ କରିବେ । ଜମିଜମାକୁ ନେଇ କହାସହ ଶତ୍ରୁତା ହୋଇପାରେ।
ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧